ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ଭୁବନେଶ୍ବର, ସେପ୍ଟେମ୍ବର ୩: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ …
ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି Read More