ସମ୍ମମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ସପୋର୍ଟ’ ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୨୦: ଅସୁସ୍ଥ ହୋଇ ଶୋଇ ରହିଥିବା ଅବସ୍ଥାରେ ହସ୍ପିଟାଲ୍‌କୁ ଆସୁଥିôବା ରୋଗୀଟି କିଭଳି ସୁସ୍ଥ ହୋଇ ନିଜ ଗୋଡ଼ରେ ଚାଲି ଡିସ୍‌ଚାର୍ଜ ହୋଇପାରିବ ସେ କ୍ଷେତ୍ରରେ ଫିଜିଓଥେରାପିଷ୍ଟ ମାନଙ୍କର ଅନେକ ଭୂମିକା ରହିଛି । ଏହି ସ୍ୱାସ୍ଥ୍ୟ ସେବା …

ସମ୍ମମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ସପୋର୍ଟ’ ଆୟୋଜିତ Read More

ଡକ୍ଟର କ୍ରିଷନ୍ କୁମାରଙ୍କୁ ଚାରିଧାମ ପ୍ରକଳ୍ପ ଦାୟିତ୍ୱ

କେନ୍ଦ୍ରୀୟ ଡେପୁଟେସନରେ ଥିବା ଓଡ଼ିଶା କ୍ୟାଡରର ଯୁବ ଆଇଏଏସ୍ ଅଫିସର ଡକ୍ଟର କ୍ରିଷନ୍ କୁମାରଙ୍କୁ ମିଳିଛି ବଡ଼ ଦାୟିତ୍ୱ । ଉତ୍ତରାଖଣ୍ଡ ଟନେଲ ଦୁର୍ଘଟଣା ପରେ ଜାତୀୟ ରାଜପଥ ବିକାଶ ନିଗମ (NHIDCL) ଦାୟିତ୍ୱ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଡକ୍ଟର କୁମାରଙ୍କୁ ଦେଇଛନ୍ତି …

ଡକ୍ଟର କ୍ରିଷନ୍ କୁମାରଙ୍କୁ ଚାରିଧାମ ପ୍ରକଳ୍ପ ଦାୟିତ୍ୱ Read More

ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ନିମନ୍ତେ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ

ସମାଜର ଅନ୍ତର୍ନିହିତ ଦୁର୍ବଳତାଗୁଡ଼ିକୁ ଗୁରୁତ୍ୱ ଦେଇ ଏହାର ନିରାକରଣ ନିମନ୍ତେ ସାହିତ୍ୟିକମାନେ ମନୋନିବେଶ କରିବା ଆବଶ୍ୟକ ବୋଲି କହିଛନ୍ତି ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ ।ସାହିତ୍ୟ ସମାଜର ଦର୍ପଣ ସଦୃଶ ଯାହାକି ସମାଜର ଅନ୍ତର୍ନିହିତ ଅନ୍ୟାୟକୁ …

ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ନିମନ୍ତେ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ Read More

କୋଭିଡ ଯୁଦ୍ଧରେ ସୋଆର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା : ୫ ଟି ଅଧ୍ୟକ୍ଷ

ଓଡ଼ିଶାରେ କୋଭିଡ ଯୁଦ୍ଧର ମୁକାବିଲା କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ଯାହା ଦ୍ୱାରା କି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଅନେକ ହ୍ରାସ ପାଇଥିଲା ବୋଲି କହିଛନ୍ତି ୫-ଟି ଏବଂ ନବୀନ …

କୋଭିଡ ଯୁଦ୍ଧରେ ସୋଆର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା : ୫ ଟି ଅଧ୍ୟକ୍ଷ Read More

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୪।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ଡ଼. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ ତଥା ସମ୍ମାନିତ କରାଯାଇଛି। ଓଡ଼ିଆ ଭାଷା ଓ ସାହିତ୍ୟ ପ୍ରତି ବିଶେଷ ଅବଦାନ …

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା Read More

ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ ଆଉ ପାଦେ ଆଗେଇଲା ସମ୍ ହସ୍ପିଟାଲ୍

ଭୁବନେଶ୍ବର: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର । ଲୋକାର୍ପିତ ହେଲା ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି । ଏହା ସହ ଜନସାଧାରଣଙ୍କୁ ଉତ୍ତମମାନର ସ୍ବାସ୍ଥ୍ୟ ସେବା ଯୋଗାଇଦେବା …

ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ ଆଉ ପାଦେ ଆଗେଇଲା ସମ୍ ହସ୍ପିଟାଲ୍ Read More

ସୋଆ ପ୍ରତିଷ୍ଠାତାଙ୍କ ଉପସ୍ଥିତିରେ କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ

ଭୁବନେଶ୍ୱର, ଡିସେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍- ୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ …

ସୋଆ ପ୍ରତିଷ୍ଠାତାଙ୍କ ଉପସ୍ଥିତିରେ କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ Read More

ସମ୍ ଅଲ୍ଟିମେଟ୍ କ୍ରୀଡା ‘ସମ୍ମମନ୍ୱୟ-୨୦୨୩’ ଉଦ୍‌ଯାପିତ

ଭୁବନେଶ୍ୱର : ସମ୍ ଅଲ୍ଟିମେଟ୍ ମେଡିକେୟାରର ପ୍ରଥମ ସ୍ପୋର୍ଟସ ମିଟ୍ ‘ସମ୍ମମନ୍ୱୟ- ୨୦୨୩’ ବଡ଼ଦିନ ଅବସରରେ ସୋମବାର ଉଦ୍‌ଯାପିତ ହୋଇଥିବା ବେଳେ ଏହି ସ୍ପୋର୍ଟ୍ସ ମିଟ୍‌ରେ ଭାଗ ନେଇଥିବା ୧୦ଟି ଟିମ୍ ମଧ୍ୟରୁ ‘ନେବୁଲା ନୋମାଡ୍ସ’ ଟିମ୍ ଚାମ୍ପିଅନ୍ ହୋଇଛି।‘ସମ୍ମମନ୍ୱୟ -୨୦୨୩’ର …

ସମ୍ ଅଲ୍ଟିମେଟ୍ କ୍ରୀଡା ‘ସମ୍ମମନ୍ୱୟ-୨୦୨୩’ ଉଦ୍‌ଯାପିତ Read More

ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍‌ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ

ବାଂଜୁଙ୍ଗର ରାଜା ଡକ୍ଟର ହୋନର୍ ଜୋମୋ କାମ୍‌ଗାଙ୍କ ନେତୃତ୍ୱରେ କ୍ୟାମେରୁନ୍‌ର ଏକ ତିନି ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ସୋଆ ଗସ୍ତରେ ଆସି ବିଶ୍ୱବିଦ୍ୟାଳୟ ପରିଚାଳିତ ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌ ସମ୍ପର୍କରେ ଜ୍ଞାନ ଆହରଣ କରିଛନ୍ତି । ରାଜାଙ୍କ …

ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍‌ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ Read More

ସୋଆ ସାହିତ୍ୟ ଉତ୍ସବରେ ଯୋଗଦେଲେ ୨୫୦ କବି ଲେଖକ

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ୩ ଦିନିଆ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବକୁ ଉଦ୍‌ଘାଟନ କରି ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ଡକ୍ଟର ପ୍ରତିଭା ରାୟ ଏକ ସମୁୂହ ସମାଜ ଗଠନ …

ସୋଆ ସାହିତ୍ୟ ଉତ୍ସବରେ ଯୋଗଦେଲେ ୨୫୦ କବି ଲେଖକ Read More