ସୋଆ ପକ୍ଷରୁ ଦୁଇ ଦିନିଆ ଜାତୀୟ କ୍ରୀଡ଼ା ଦିବସ ଉଦ୍‌ଯାପିତ

ଭୁବନେଶ୍ୱର. ୩୦ଅଗଷ୍ଟ: କିମ୍ବଦନ୍ତୀ ହକି ଖେଳାଳୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଥିôବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇ ଦିନିଆ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଶନିବାର …

ସୋଆ ପକ୍ଷରୁ ଦୁଇ ଦିନିଆ ଜାତୀୟ କ୍ରୀଡ଼ା ଦିବସ ଉଦ୍‌ଯାପିତ Read More

ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍‌ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକ ପ୍ରଫେସର ମୋହନ ଭି. ଅୱାରେ …

ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍‌ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ Read More

ଭବିଷ୍ୟତରେ ପର୍ଯ୍ୟାପ୍ତ କାର୍ଯ୍ୟ ରହିବ, କିନ୍ତୁ ଚାକିରି ରହିବ ନାହିଁ : ଡକ୍ଟର ଆନନ୍ଦ ଦେଶପାଣ୍ଡେ

ଭୁବନେଶ୍ୱର, ଅଗଷ୍ଟ ୨: ବର୍ତମାନ ସମୟରେ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ (ଏଆଇ)ର ଆବିର୍ଭାବ ଚାକିରି ଉପରେଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ଛାତ୍ରଛାତ୍ରୀମାନେ କିନ୍ତୁ ନିଜେ ନିଯୁକ୍ତି ସୃଷ୍ଟି କରି ନିଜର ଭାଗ୍ୟ ନିର୍ଦ୍ଧାରଣ କରନ୍ତୁବୋଲି ଶନିବାର କହିଛନ୍ତି ପର୍ସିଷ୍ଟାଂଟ ସିଷ୍ଟମ୍‌ସର …

ଭବିଷ୍ୟତରେ ପର୍ଯ୍ୟାପ୍ତ କାର୍ଯ୍ୟ ରହିବ, କିନ୍ତୁ ଚାକିରି ରହିବ ନାହିଁ : ଡକ୍ଟର ଆନନ୍ଦ ଦେଶପାଣ୍ଡେ Read More