ମାଷ୍ଟର ଟିଚର’ ସମ୍ମାନ ନିମନ୍ତେ ସୋଆ ଉପଦେଷ୍ଟା ପ୍ରଫେସର ଲଳିତ କୁମାର ମେହେର ମନୋନୀତ

ଓଡ଼ିଶାର ବିଶିଷ୍ଟ ଚିକିତ୍ସକ ତଥା ଶିକ୍ଷାବିତ୍ ଏବଂ ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପଦେଷ୍ଟା ପ୍ରଫେସର (ଡାକ୍ତର) ଲଳିତ କୁମାର ମେହେରଙ୍କୁ ଚଳିତ ବର୍ଷର ସମ୍ମାନଜନକ ‘ମାଷ୍ଟର ଟିଚର’ ସମ୍ମାନ ନିମନ୍ତେ ଆସୋସିଏସନ୍ ଅଫ୍ ଫିଜିସିଆନ୍ସ ଅଫ୍ ଇଣ୍ଡିଆ (ଏପିଆଇ) …

ମାଷ୍ଟର ଟିଚର’ ସମ୍ମାନ ନିମନ୍ତେ ସୋଆ ଉପଦେଷ୍ଟା ପ୍ରଫେସର ଲଳିତ କୁମାର ମେହେର ମନୋନୀତ Read More

ସମ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ

ଭୁବନେଶ୍ୱର, ସେପ୍ଟେମ୍ବର ୨୮: ତୀବ୍ର ହୃଦ୍‌ଯନ୍ତ୍ର ବିଫଳତାରେ ପୀଡ଼ିତା ଜଣେ ୭୧ ବର୍ଷୀୟା ମହିଳାଙ୍କ ଠାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ହୃଦ୍‌ରୋଗ ବିଶେଷଜ୍ଞ ଓ ହୃଦ୍‌ଶଲ୍ୟ ଚିକିତ୍ସକଙ୍କୁ ନେଇ ଗଠିତ ଏକ ଏକ ବହୁବିଭାଗୀୟ ଟିମ୍ …

ସମ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ Read More

ଆଇନ ପରିବର୍ତନ ଇଞ୍ଜିନ ଭାବେ କାର୍ଯ୍ୟ କରେ : ଜଷ୍ଟିସ୍ ଶଶିକାନ୍ତ ମିଶ୍ର

ଭାରତରେ ବର୍ଷ ବର୍ଷ ଧରି ଆଇନ ବ୍ୟବସ୍ଥାର ବିକାଶ ସମାଜରେ ବ୍ୟାପକ ପରିବର୍ତନ ଆଣିବା ସହ ବିଭିନ୍ନ କ୍ଷେତ୍ରରେ ରୂପାନ୍ତରଣର ମାର୍ଗ ପ୍ରଶସ୍ତ କରିଛି ବୋଲି ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଶଶିକାନ୍ତ ମିଶ୍ର କହିଛନ୍ତି । “ଆଇନ ପରିବର୍ତନ ଇଞ୍ଜିନ …

ଆଇନ ପରିବର୍ତନ ଇଞ୍ଜିନ ଭାବେ କାର୍ଯ୍ୟ କରେ : ଜଷ୍ଟିସ୍ ଶଶିକାନ୍ତ ମିଶ୍ର Read More

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

ଭୁବନେଶ୍ୱର, ସେପ୍ଟେମ୍ବର ୨୬: ନିରାପଦ, ପ୍ରଭାବପୂର୍ଣ୍ଣ ଓ ରୋଗୀକେନ୍ଦ୍ରିକ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରିବାରେ ଫାର୍ମାସିଷ୍ଟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ପ୍ରୋତ୍ସାହନ ପ୍ରଦାନ କରିବା ଲକ୍ଷ୍ୟ ନେଇ ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ ଅଲ୍‌ଟିମେଟ୍ ମେଡିକେୟାର (ସମ୍ମମ) ପକ୍ଷରୁ ଶୁକ୍ରବାର ଏକ ସ୍ୱତନ୍ତ୍ର …

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ Read More

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ଆବଶ୍ୟକତା ରହିଛି: ସୋଆ ଉପସଭାପତି

ଭୁବନେଶ୍ୱର, ସେପ୍ଟେମ୍ବର ୨୫: ଫାର୍ମାସିଷ୍ଟମାନେ ସ୍ୱାସ୍ଥ୍ୟସେବାର ପ୍ରମୁଖ ଅଂଗ । ତେଣୁ ସେମାନଙ୍କୁ ସଶକ୍ତ କରିବା କ୍ଷେତ୍ରରେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ସୁଯୋଗ ପ୍ରଦାନ କରିବାର ଆବଶ୍ୟକତା ରହିଛି ବୋଲି ମତ ରଖିଛନ୍ତି ଶିକ୍ଷା ଓ ଅନୁସନ୍ଧାନ …

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ଆବଶ୍ୟକତା ରହିଛି: ସୋଆ ଉପସଭାପତି Read More

ଆଜି ରାତିରେ ଗଞ୍ଜାମ ଉପକୂଳ ଅତିକ୍ରମ କରିପାରେ ଅବପାତ; ଓଡ଼ିଶାରେ ବର୍ଷା ଆଶଙ୍କା

ଭୁବନେଶ୍ୱର, ସେପ୍ଟେମ୍ବର ୨୨: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଓଡ଼ିଶା ଉପକୂଳ ସମାନ୍ତରାଳ ଭାବେ ଗତି କରିବା ସହ ଆଜି ରାତିରେ ଗଞ୍ଜାମ ଜିଲ୍ଲା ଉପକୂଳର କୌଣସି ଏକ ସ୍ଥାନରେ ସ୍ଥଳଭାଗ ଅତିକ୍ରମ କରିପାରେ ବୋଲି ଶିକ୍ଷା ‘ଓ’ ଅନୁସନ୍ଧାନ (SOA)ର ସେଣ୍ଟର …

ଆଜି ରାତିରେ ଗଞ୍ଜାମ ଉପକୂଳ ଅତିକ୍ରମ କରିପାରେ ଅବପାତ; ଓଡ଼ିଶାରେ ବର୍ଷା ଆଶଙ୍କା Read More

ସୋଆର ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଂଟ ସାଇନସେସ୍ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୯/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ର ଛାତ୍ରଛାତ୍ରୀଙ୍କ ନିମନ୍ତେ ଶନିବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ ଉତ୍ସବ ଆୟୋଜିତ …

ସୋଆର ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଂଟ ସାଇନସେସ୍ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ Read More

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, ୧୭/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଟାଂଲ ସାଇନସେସ୍ (ଆଇଡିଏସ୍‌)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ ଉତ୍ସବ ଗୁରୁବାର ଦିନ ଆୟୋଜିତ ହୋଇଯାଇଛି । ଆଇଡିଏସ୍‌ର ୨୦୨୦-୨୦୨୫ ବ୍ୟାଚ୍‌ର ବ୍ୟାଚଲର ଅଫ୍ …

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ Read More

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ଭୁବନେଶ୍ୱର, ସେପ୍ଟେମ୍ବର ୧୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍ ବ୍ୟୁରୋ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଓ ସମ୍ ଲାଇଫସାଇସେନ୍ସ ପକ୍ଷରୁ ବୁଧବାର ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି ।ଭୁବନେଶ୍ୱର …

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ Read More

ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍‌ଏନ୍‌ସି)କ୍ୟାମ୍ପସ-୧ ଓ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ (ଏସ୍‌ପିଏସ୍‌) କ୍ୟାମ୍ପସ-୧ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବୁଧବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଡିଗ୍ରୀ …

ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ Read More