ସୋଆରେ ପୁରାତନ ଲେଖା ସମ୍ପାଦନା ସମ୍ପର୍କିତ ସପ୍ତାହ ବ୍ୟାପୀ କର୍ମଶାଳା ଆରମ୍ଭ

ଭୁବନେଶ୍ୱର, ମେ ୧୬ : ପୁରାତନ ପୋଥିର ଗନ୍ତାଘର ଭାରତରେ ଏହି ଅମୂଲ୍ୟ ସମ୍ପତି ଉପରେ ବିଶେଷ ଗୁରୁତ୍ୱ ଦିଆଯିବା ଆବଶ୍ୟକ ବୋଲି ବିଶିଷ୍ଟ ଶିଳାଲେଖ ବିଶାରଦ ଓ ପ୍ରାଚୀନ ଲିପି ଗବେଷକ ଡକ୍ଟର ସୁବ୍ରତ କୁମାର ଆଚାର୍ଯ୍ୟ କହିଛନ୍ତି । …

ସୋଆରେ ପୁରାତନ ଲେଖା ସମ୍ପାଦନା ସମ୍ପର୍କିତ ସପ୍ତାହ ବ୍ୟାପୀ କର୍ମଶାଳା ଆରମ୍ଭ Read More

ବିଜେଡିର ନୂଆ ଶୃଙ୍ଖଳା କମିଟି, ତାଲିକାରେ ରହିଛି ଏହି ୭ ନେତାଙ୍କ ନାଁ

ଭୂବନେଶ୍ବର: ଶୃଙ୍ଖଳା କମିଟି ଗଠନ କରିଛି ବିଜୁ ଜନତା ଦଳ । ଏହି ଶୃଙ୍ଖଳା କମିଟିରେ ରହିଛି ୭ ଜଣକ ନାଁ। ସେମାନେ ହେଲେ ଦେବୀ ପ୍ରସାଦ ମିଶ୍ର, ପ୍ରଦୀପ କୁମାର ଅମାତ, ଚନ୍ଦ୍ରଶେଖର ସାହୁ, ରାଜଶ୍ରୀ ମଲ୍ଲୀକ, ସାରଦା ପ୍ରସନ୍ନ …

ବିଜେଡିର ନୂଆ ଶୃଙ୍ଖଳା କମିଟି, ତାଲିକାରେ ରହିଛି ଏହି ୭ ନେତାଙ୍କ ନାଁ Read More

ପଦ୍ମ ସମ୍ମାନ ତାଲିକାରେ ସୋଆର ପୂର୍ବତନ କୁଳପତି

ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ଏବଂ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ ମନୋନୀତ କରାଯାଇଛି । ଭୁବନେଶ୍ବର …

ପଦ୍ମ ସମ୍ମାନ ତାଲିକାରେ ସୋଆର ପୂର୍ବତନ କୁଳପତି Read More

ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ସୋଆ ପରିଦର୍ଶନ

ଭୁବନେଶ୍ୱର, ୩୦/୦୯: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ନ୍ୟାୟମୂର୍ତୀ ସୁବାଷ ଚନ୍ଦ୍ର ପରିଜା ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଆମନ୍ତ୍ରିତ ହୋଇ ନ୍ୟାୟମୂର୍ତୀ ପରିଜା …

ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ସୋଆ ପରିଦର୍ଶନ Read More

ଗବେଷଣା କ୍ଷେତ୍ରରେ ସ୍ୱଚ୍ଛତାକୁ ଗୁରୁତ୍ୱ,ସୋଆରେ ସ୍ପ୍ରିଞ୍ଜର ନେଚର ପକ୍ଷରୁ ରାଇଜ୍ କନ୍‌କ୍ଲେଭ ଆୟୋଜିତ

ଭୁବନେଶ୍ୱର , ୨୭/୦୮: ଗବେଷକମାନଙ୍କୁ ଗବେଷଣା ନିମନ୍ତେ ଉପଯୁକ୍ତ ବିଷୟବସ୍ତୁ, ସାହାଯ୍ୟ ଓ ମଂଚ ଯୋଗାଇବାରେ ସହାୟକ ହେଉଥିବା ବିଶ୍ୱସ୍ତରୀୟ ପ୍ରକାଶନ ସଂସ୍ଥା ସ୍ପ୍ରିଞ୍ଜର ନେଚର ଦ୍ୱାରା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଙ୍ଗଳବାର ‘ରିସର୍ଚ୍ଚ ଇନ୍‌ଟିଗ୍ରିଟି ଇନ୍ ସାଇନ୍ସ ଆଣ୍ଡ …

ଗବେଷଣା କ୍ଷେତ୍ରରେ ସ୍ୱଚ୍ଛତାକୁ ଗୁରୁତ୍ୱ,ସୋଆରେ ସ୍ପ୍ରିଞ୍ଜର ନେଚର ପକ୍ଷରୁ ରାଇଜ୍ କନ୍‌କ୍ଲେଭ ଆୟୋଜିତ Read More

ରାଷ୍ଟ୍ର ରକ୍ଷାରେ ଧର୍ମ ଗୁରୁତ୍ୱପୂର୍ଣ୍ଣ, ଶ୍ରାବଣୀ ଉପାକର୍ମ ଉଦଯାପିତ

ଭଦ୍ରକ ଆର୍ଯ୍ୟ ସମାଜ ପକ୍ଷରୁ କୁଆଁସ ସ୍ଥିତ ଯଜ୍ଞ ମଣ୍ଡପରେ ଆଠ ଦିନ ଧରି ଚାଲିଥିବା ଶ୍ରାବଣୀ ଉପାକର୍ମ ଉଦଯାପିତ । ଏହା ରାକ୍ଷୀ ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇ ଜନ୍ମାଷ୍ଟମୀ ପର୍ଯ୍ୟନ୍ତ ଚାଲିଥିଲା । ବିଶିଷ୍ଟ ବୈଦିକ ବିଦ୍ବାନ୍ ବୀରେନ୍ଦ୍ର …

ରାଷ୍ଟ୍ର ରକ୍ଷାରେ ଧର୍ମ ଗୁରୁତ୍ୱପୂର୍ଣ୍ଣ, ଶ୍ରାବଣୀ ଉପାକର୍ମ ଉଦଯାପିତ Read More

ସୁଭଦ୍ରା ଯୋଜନା ନେଇ କଡ଼ା ମନ୍ତବ୍ୟ ଦେଲେ ନବୀନ, ହୋଇପାରେ ଯୋଜନାରେ ପରିବର୍ତ୍ତନ…

ଆଜି ଜାରି ହୋଇଥିବା ସୁଭଦ୍ରା ଯୋଜନାର ମାର୍ଗଦର୍ଶିକା ଉପରେ ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ବିଜେପି ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା …

ସୁଭଦ୍ରା ଯୋଜନା ନେଇ କଡ଼ା ମନ୍ତବ୍ୟ ଦେଲେ ନବୀନ, ହୋଇପାରେ ଯୋଜନାରେ ପରିବର୍ତ୍ତନ… Read More

ସୋଆ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ ପାଳିତ

ଉଚ୍ଚ ଶିକ୍ଷା କ୍ଷେତ୍ରରେ ଅନ୍ୟତମ ଉତ୍କୃଷ୍ଟ ଶିକ୍ଷାନୁଷ୍ଠାନ ଭାବେ ଉଭା ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ ଡିମ୍‌ଡ ଟୁ ବି ୟୁନିଭର୍ସିଟି)କୁ ବୁଧବାର ଅନେକ ବିଶିଷ୍ଟ ଶିକ୍ଷାବିତ୍ ଉଚ୍ଚ ପ୍ରଶଂସା କରିବା ସହ ସମାଜ ପ୍ରତି ଏହି ଶିକ୍ଷାନୁଷ୍ଠାନର ବିଶାଳ …

ସୋଆ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ ପାଳିତ Read More

କଣ CM ବାଇଟ ଦେବେ ?

ଭୁବନେଶ୍ୱର: ସମୟ ପ୍ରାୟ ସନ୍ଧ୍ୟା ୫ଟା। ସ୍ଥାନ ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ। ପ୍ରସଙ୍ଗ ଥାଏ ବିଧାୟକ ଦଳ ବୈଠକ। ହଟାତ ଏକ ପୋଡ଼ିଅମ ଆସି ଥୁଆ ହେଲା ଶଙ୍ଖ ଭବନର ତଳ ମହଲାରେ ସାମ୍ବାଦିକ ସମସ୍ତେ …

କଣ CM ବାଇଟ ଦେବେ ? Read More

ମା’ ମାନେ କାନ୍ଦିବା ପାଇଁ ବିଜେପି ଦାୟୀ : ବର୍ଷିଲେ ପାଣ୍ଡିଆନ

୯ ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା ମଧ୍ୟ କରିଛନ୍ତି। ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ। ବାହାରୁ …

ମା’ ମାନେ କାନ୍ଦିବା ପାଇଁ ବିଜେପି ଦାୟୀ : ବର୍ଷିଲେ ପାଣ୍ଡିଆନ Read More