୧୯ ଦଶା ପୁଣି ଭୋଗିବେକି ବିରୋଧୀ ? ନିର୍ଣ୍ଣାୟକ ଭୂମିକାରେ ପାଣ୍ଡିଆନ

ବିରୋଧୀଙ୍କୁ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜବାବ୍ । ମୁଖ୍ୟମନ୍ତ୍ରୀଙ୍କୁ ଆକ୍ଷେପ ବିରୋଧୀଙ୍କୁ ପଡ଼ିବ ମହଙ୍ଗା । ଓଡ଼ିଶାବାସୀଙ୍କ ହୃଦୟରେ ରୁହନ୍ତି ନବୀନ। ଅଣ୍ଡାମାଡ ପାଇଁ ବିଜେପି ହାରିଥିଲା ୩୦ ଜିଲ୍ଲା ପରିଷଦ । ଭୋଟର ନେବେ ଅପମାନର ପ୍ରତିଶୋଧ …

୧୯ ଦଶା ପୁଣି ଭୋଗିବେକି ବିରୋଧୀ ? ନିର୍ଣ୍ଣାୟକ ଭୂମିକାରେ ପାଣ୍ଡିଆନ Read More

ପ୍ରଭାରୀ ହୋଇ କାହିଁକି ୟୁପି ଯାଉନାହାନ୍ତି ବୈଜୟନ୍ତ ପଣ୍ଡା ?

ବୈଜୟନ୍ତ ନା ଏବେ କେନ୍ଦ୍ରାପଡ଼ାର ହେଉଛନ୍ତି ନା କେନ୍ଦ୍ର ପଚାରୁଛି । ବିଜେପିରେ ବ୍ଯାକ ଡୋର୍ ଏଣ୍ଟ୍ରି ସ୍ବପ୍ନରେ ହିଁ ରହିଯାଇଛି । ଜଣେ ବେପାରୀ ରାଜନେତା, ଆତ୍ମଘୋଷିତ ଲୋକପ୍ରିୟ ନେତା । ବିଜେଡିରେ ଗୁଜବକାରୀର ଭୂମିକା ନିଭାଇ ବିଦା ହେବା …

ପ୍ରଭାରୀ ହୋଇ କାହିଁକି ୟୁପି ଯାଉନାହାନ୍ତି ବୈଜୟନ୍ତ ପଣ୍ଡା ? Read More

ସୋଆରେ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମ ଆୟୋଜିତ

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱ ବିଦ୍ୟାଳୟ ଅଧୀନସ୍ଥ କୃଷି ମହାବିଦ୍ୟାଳୟ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ ସ୍ଥିତ ଆଇଏନ୍‌ଏସ୍ ଫାର୍ମରେ ଅନୁଷ୍ଠିତ ଏହି ଉତ୍ସବରେ ସୋଆ କୁଳପତି …

ସୋଆରେ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମ ଆୟୋଜିତ Read More

ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍ ସମ୍ମାନ

ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ’ ପକ୍ଷରୁ ୩ ଟି ସିଏସ୍‌ଆର୍ ସମ୍ମାନ ପ୍ରଦାନ କରାଯାଇଛି । ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍ ସମ୍ମାନ ଉତ୍ସବରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି । …

ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍ ସମ୍ମାନ Read More

ସମ୍ ଅଲ୍ଟିମେଟ୍ କ୍ରୀଡା ‘ସମ୍ମମନ୍ୱୟ-୨୦୨୩’ ଉଦ୍‌ଯାପିତ

ଭୁବନେଶ୍ୱର : ସମ୍ ଅଲ୍ଟିମେଟ୍ ମେଡିକେୟାରର ପ୍ରଥମ ସ୍ପୋର୍ଟସ ମିଟ୍ ‘ସମ୍ମମନ୍ୱୟ- ୨୦୨୩’ ବଡ଼ଦିନ ଅବସରରେ ସୋମବାର ଉଦ୍‌ଯାପିତ ହୋଇଥିବା ବେଳେ ଏହି ସ୍ପୋର୍ଟ୍ସ ମିଟ୍‌ରେ ଭାଗ ନେଇଥିବା ୧୦ଟି ଟିମ୍ ମଧ୍ୟରୁ ‘ନେବୁଲା ନୋମାଡ୍ସ’ ଟିମ୍ ଚାମ୍ପିଅନ୍ ହୋଇଛି।‘ସମ୍ମମନ୍ୱୟ -୨୦୨୩’ର …

ସମ୍ ଅଲ୍ଟିମେଟ୍ କ୍ରୀଡା ‘ସମ୍ମମନ୍ୱୟ-୨୦୨୩’ ଉଦ୍‌ଯାପିତ Read More

ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍‌ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ

ବାଂଜୁଙ୍ଗର ରାଜା ଡକ୍ଟର ହୋନର୍ ଜୋମୋ କାମ୍‌ଗାଙ୍କ ନେତୃତ୍ୱରେ କ୍ୟାମେରୁନ୍‌ର ଏକ ତିନି ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ସୋଆ ଗସ୍ତରେ ଆସି ବିଶ୍ୱବିଦ୍ୟାଳୟ ପରିଚାଳିତ ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌ ସମ୍ପର୍କରେ ଜ୍ଞାନ ଆହରଣ କରିଛନ୍ତି । ରାଜାଙ୍କ …

ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍‌ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ Read More

ବିଜେବି କଲେଜ ପୁରାତନ ଛାତ୍ର ସଂଘ “ବିଜେବି ଫ୍ରେଣ୍ଡ୍ ସ ” ର ବନ୍ଧୁ ମିଳନ ଉତ୍ସବ

ବିଜେବି କଲେଜ ପୁରାତନ ଛାତ୍ର ସଂଘ “ବିଜେବି ଫ୍ରେଣ୍ଡସ ” ର ବନ୍ଧୁ ମିଳନ ରବିବାର ଡିସେମ୍ବର 17 ତାରିଖ ଦିନ ବିଜେବି କଲେଜ ପ୍ରାଙ୍ଗଣରେ ଆୟୋଜିତ ହୋଇ ଯାଇଛି |ରବିବାର ସକାଳେ ବକ୍ସି ଜ୍ୟୋତି କଲେଜ ପ୍ରାଙ୍ଗଣରେ ପହଂଚିବା ପରେ …

ବିଜେବି କଲେଜ ପୁରାତନ ଛାତ୍ର ସଂଘ “ବିଜେବି ଫ୍ରେଣ୍ଡ୍ ସ ” ର ବନ୍ଧୁ ମିଳନ ଉତ୍ସବ Read More

ନଭେମ୍ବର ୨୪ ରୁ ୨୬ ଦ୍ଵିତୀୟ ସୋଆ ସାହିତ୍ୟ ଉତ୍ସବ

ନଭେମ୍ବର ୨୨: ଦେଶର ସାହିତ୍ୟ, ସଂସ୍କୃତି, କଳା, ମଂଚ ଓ ଚଳଚ୍ଚିତ୍ର କ୍ଷେତ୍ରର ପ୍ରାୟ ୨୫୦ ରୁ ଊର୍ଦ୍ଧ୍ୱ ଉଜ୍ଜଳ ତାରକାମାନେ ଏଠାରେ ନଭେମ୍ବର ୨୪ ରୁ ଆରମ୍ଭ ହେଉଥିବା ୩ ଦିନିଆ ସୋଆ ସାହିତ୍ୟ ଉତ୍ସବରେ ଯୋଗ ଦେବେ । …

ନଭେମ୍ବର ୨୪ ରୁ ୨୬ ଦ୍ଵିତୀୟ ସୋଆ ସାହିତ୍ୟ ଉତ୍ସବ Read More

ସୋଆ ଆଇନ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତବ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରୁ ୨୦୨୦ ରୁ ୨୦୨୨ ମଧ୍ୟରେ ଆଇନ୍ ପାଠ୍ୟକ୍ରମରେ ଶିକ୍ଷା ଗ୍ରହଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଗୁରୁବାର ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ଏକ ସ୍ୱତବ ଗ୍ରାଜୁଏସନ୍ ଡ୍ରିଗ୍ରୀ ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ସୋଆ …

ସୋଆ ଆଇନ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତବ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ Read More

ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର :

ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର । ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି । ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ ଆଣିଲେ ଏହି ରୋଗରୁ ମଣିଷ ସୁସ୍ଥ ହୋଇପାରିବ ବୋଲି କହିଛନ୍ତି ରାଜ୍ୟ …

ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର : Read More