ପିପିଲି ଉପନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ପିପିଲି ଉପନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ପିପିଲି ଉପ ନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । ସେ କୋଭିଡ ରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଆଜି ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ୨୦୦୯ ରେ ବିଜେପି ଓ ୨୦୧୯ ରୁ ସେ କଂଗ୍ରେସ ପ୍ରାର୍ଥୀ ହୋଇଥିଲେ । ତେବେ କିଛିଦିନ ତଳେ ସେ କୋଭିଡରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତାଙ୍କ ମୃତ୍ୟୁ ପରେ ଉପନିର୍ବାଚନ ଅନିଶ୍ଚିତତା ଭିତରକୁ ଚାଲିଯାଇଛି ।

Share this story