
ଭିଜିଲାନ୍ସ ଜାଲରେ ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ, ଏକକାଳୀନ ବହୁ ସ୍ଥାନରେ ଚଢ଼ଉ
ଭୂବନେଶ୍ବର : ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ପିପିଲି ଓ ନୂଆପଡ଼ା ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, …
ଭିଜିଲାନ୍ସ ଜାଲରେ ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ, ଏକକାଳୀନ ବହୁ ସ୍ଥାନରେ ଚଢ଼ଉ Read More