ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ
ଭୁବନେଶ୍ୱର: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ। ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ …
ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ Read More