ସମ୍ମମ୍‌ରେ ଆଞ୍ଜିଓଜେଟ୍ ଥ୍ରୋମ୍ବେକ୍ଟୋମି ସିଷ୍ଟମ୍‌ର ଶୁଭାରମ୍ଭଓଡ଼ିଶାର ପ୍ରଥମ

ଭୁବନେଶ୍ୱର, ସେପେ୍‌ଟମ୍ବର ୫: ଅତ୍ୟାଧୁନିକ ରକ୍ତନଳୀ ଏବଂ ଇଂଟରଭେନସନାଲ୍ ଚିକିତ୍ସା କ୍ଷେତ୍ରରେ ସମ୍ ଅଲ୍‌ଟିମେଟ୍ ମେଡିକେୟାର (ସମ୍ମମ୍‌) ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି । ରାଜ୍ୟର ପ୍ରଥମ ହସ୍ପିଟାଲ୍ ଭାବେ ସମ୍ମମ୍‌ରେ ଆଞ୍ଜିଓଜେଟ୍ ଥ୍ରୋମ୍ବେକ୍ଟୋମି ସିଷ୍ଟମର ଶୁଭାରମ୍ଭ ନିକଟରେ କରାଯାଇଛି …

ସମ୍ମମ୍‌ରେ ଆଞ୍ଜିଓଜେଟ୍ ଥ୍ରୋମ୍ବେକ୍ଟୋମି ସିଷ୍ଟମ୍‌ର ଶୁଭାରମ୍ଭଓଡ଼ିଶାର ପ୍ରଥମ Read More

ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି : ସୋଆ ଉପସଭାପତିଜାଗୋ କ୍ଲବ ପକ୍ଷରୁ ଗୁରୁ ଦିବସ ପାଳିତ

ଭୁବନେଶ୍ୱର, ସେପ୍ଟେମ୍ବର ୫: ମଣିଷର ଜୀବନ ଗଠନ ଓ ତା’ର ଭବିଷ୍ୟତର ଭିତିଭୂମି ପ୍ରସ୍ତୁତ କରିବାରେ ଗୁରୁମାନଙ୍କର ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି …

ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି : ସୋଆ ଉପସଭାପତିଜାଗୋ କ୍ଲବ ପକ୍ଷରୁ ଗୁରୁ ଦିବସ ପାଳିତ Read More

ଅଂଗ ପ୍ରତିରୋପଣ ପାଇଁ ଅଂଗ ଅଭାବ: ଭାରତରେ ପ୍ରତିଦିନ ହାରାହାରି ୨୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ଅଗଷ୍ଟ ୩୧: ଜୀବନ ରକ୍ଷାକାରୀ ଅଂଗ ପ୍ରତିରୋପଣ ନିମନ୍ତେ ଆବଶ୍ୟକ ମାତ୍ରାର ଅଂଗର ଘୋର ଅଭାବ ଯୋଗୁଁ ଭାରତରେ ପ୍ରତିଦିନ ହାରାହାରି ୨୦ ଜଣ ରୋଗୀଙ୍କ ମୃତ୍ୟୁ ଘଟୁଛି । ଅଂଗଦାନର ଗୁରୁତ୍ୱ ସଂପର୍କରେ ସମାଜରେ ବ୍ୟାପକ ସଚେତନତା ସୃଷ୍ଟି …

ଅଂଗ ପ୍ରତିରୋପଣ ପାଇଁ ଅଂଗ ଅଭାବ: ଭାରତରେ ପ୍ରତିଦିନ ହାରାହାରି ୨୦ ଜଣଙ୍କ ମୃତ୍ୟୁ Read More

ଅତ୍ୟାଧୁନିକ ଚିକିତ୍ସା, ସେବା ଓ ବିଶେଷଜ୍ଞ ଚିକିତ୍ସକଙ୍କ ଦକ୍ଷତା ବଳରେ ମହିଳାଙ୍କ ଜୀବନ ରକ୍ଷା କଲେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଡାକ୍ତରୀ ଟିମ୍‌

ଭୁବନେଶ୍ୱର, ଅଗଷ୍ଟ ୨୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୨, ଫୁଲନଖରାର ଏକ ବହୁବିଭାଗୀୟ ଚିକିତ୍ସକ ଦଳ ଜଣେ ଗୁରୁତର ଭାବେ ଅସୁସ୍ଥ ଥିବା ମହିଳାଙ୍କର ଏକ ବିରଳ ତଥା …

ଅତ୍ୟାଧୁନିକ ଚିକିତ୍ସା, ସେବା ଓ ବିଶେଷଜ୍ଞ ଚିକିତ୍ସକଙ୍କ ଦକ୍ଷତା ବଳରେ ମହିଳାଙ୍କ ଜୀବନ ରକ୍ଷା କଲେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଡାକ୍ତରୀ ଟିମ୍‌ Read More

ବିଳମ୍ବନ ପ୍ରସଙ୍ଗରେ ୧୪ ବର୍ଷୀୟା ଛାତ୍ରୀଙ୍କ ଲିଖିତ ପୁସ୍ତକ ସୋଆ ପ୍ରତିଷ୍ଠାତା-ଅଧ୍ୟକ୍ଷଙ୍କ ଦ୍ୱାରା ଉନ୍ମୋଚିତ

ଭୁବନେଶ୍ୱର, ଅଗଷ୍ଟ ୧୮: ମାତ୍ର ୧୪ ବର୍ଷ ବୟସରେ ପୁସ୍ତକ ରଚନା କରି ନିଜ ପ୍ରତିଭାର ପରିଚୟ ଦେଇଛନ୍ତି ଡିଏଭି ପବ୍ଲିକ୍ ସ୍କୁଲ୍‌, ପୋଖରୀପୁଟର ନବମ ଶ୍ରେଣୀ ଛାତ୍ରୀ ଶ୍ରେୟାଶୀ ପଟ୍ଟନାୟକ । ତାଙ୍କ ରଚିତ ପ୍ରଥମ ପୁସ୍ତକ ‘ଲାଇଫ୍‌: ଏ …

ବିଳମ୍ବନ ପ୍ରସଙ୍ଗରେ ୧୪ ବର୍ଷୀୟା ଛାତ୍ରୀଙ୍କ ଲିଖିତ ପୁସ୍ତକ ସୋଆ ପ୍ରତିଷ୍ଠାତା-ଅଧ୍ୟକ୍ଷଙ୍କ ଦ୍ୱାରା ଉନ୍ମୋଚିତ Read More

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଜୀବନବ୍ୟାପୀ ଅବଦାନ ନିମନ୍ତେ ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ

ଭୁବନେଶ୍ୱର, ଅଗଷ୍ଟ ୧୮: କ୍ରିଟିକାଲ୍ କେୟାର୍ ମେଡିସିନ୍ କ୍ଷେତ୍ରରେ ଦୀର୍ଘ ପାଂଚ ଦଶନ୍ଧିର ଅବଦାନ ଓ ସେବା ପାଇଁ ସମ୍ ଅଲ୍‌ଟିମେଟ୍ ମେଡିକେୟାରର ସିନିୟର କନସଲଟାଂଟ (କ୍ରିଟିକାଲ୍ କେୟାର ମେଡିସିନ୍‌) ଡାକ୍ତର ବାନାମ୍ବର ରାୟଙ୍କୁ ସମ୍ମାନଜନକ ‘ଅନରିଙ୍ଗ ଆୱାର ଗୁରୁ’ ପୁରସ୍କାର …

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଜୀବନବ୍ୟାପୀ ଅବଦାନ ନିମନ୍ତେ ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ Read More

ସୋଆର ସବୁ କ୍ୟାମ୍ପସ ହେବ ସବୁଜ କ୍ୟାମ୍ପସ: କୁଳପତି

ଭୁବନେଶ୍ୱର, ଅଗଷ୍ଟ ୭: ପରିବେଶ ପ୍ରଦୁଷଣ ଓ ଏହାର ସୁରକ୍ଷା ଏକ ବଡ଼ ଆହ୍ୱାନ ଭାବେ ଉଭା ହୋଇଥିବା ବେଳେ ଏହାର ସନ୍ତୁଳନ ଲାଗି ବୃକ୍ଷରୋପଣ ସମସ୍ତଙ୍କର ଦାୟିତ୍ୱ ରହିବା ଉଚିତ୍ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କୁଳପତି …

ସୋଆର ସବୁ କ୍ୟାମ୍ପସ ହେବ ସବୁଜ କ୍ୟାମ୍ପସ: କୁଳପତି Read More

ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର, ଅଗଷ୍ଟ ୫: ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଗବେଷଣା, ବିକାଶ ଓ ସମ୍ପ୍ରସାରଣ କାର୍ଯ୍ୟକ୍ରମକୁ ମିଳିତ ଭାବେ ଆଗେଇ ନେବା ଉଦ୍ଦେଶ୍ୟରେ ସୋଆ (ଶିକ୍ଷା ‘ଓ’ ଅନୁସନ୍ଧାନ) ଡିମ୍ଡ୍‌ ଟୁ ବିଶ୍ୱବିଦ୍ୟାଳୟ ଏବଂ କୋଲକାତାସ୍ଥିତ କୃଷିବନ୍ଧୁ କ୍ରପ୍ ସାଇନ୍ସ ପ୍ରାଇଭେଟ୍ ଲିମିଟେଡ୍ …

ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ Read More

ସମ୍ ନର୍ସିଂ କଲେଜ ପକ୍ଷରୁ ‘ସିଷ୍ଟମାଟିକ୍ ରିଭ୍ୟୁ ଓ ମେଟା-ଆନାଲିସିସ୍‌’ ଶୀର୍ଷକ ଫ୍ୟାକଲ୍ଟି ଡେଭେଲପ୍‌ମେଂଟ ପ୍ରୋଗ୍ରାମ ଆୟୋଜିତ

ଭୁବନେଶ୍ୱର, ଜୁଲାଇ ୨୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ ପକ୍ଷରୁ ନିକଟରେ ‘ସିଷ୍ଟମାଟିକ୍ ରିଭ୍ୟୁ ଓ ମେଟା-ଆନାଲିସିସ୍‌’ ଶୀର୍ଷକ ଦିନିକିଆ ଫ୍ୟାକଲ୍ଟି ଡେଭେଲପ୍‌ମେଂଟ ପ୍ରୋଗ୍ରାମ୍ (ଏଫ୍‌ଡିପି) ଆୟୋଜିତ ହୋଇଯାଇଛି । …

ସମ୍ ନର୍ସିଂ କଲେଜ ପକ୍ଷରୁ ‘ସିଷ୍ଟମାଟିକ୍ ରିଭ୍ୟୁ ଓ ମେଟା-ଆନାଲିସିସ୍‌’ ଶୀର୍ଷକ ଫ୍ୟାକଲ୍ଟି ଡେଭେଲପ୍‌ମେଂଟ ପ୍ରୋଗ୍ରାମ ଆୟୋଜିତ Read More

ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପ୍ଲାଷ୍ଟିନେସନ୍ ବିଷୟ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ଜୁଲାଇ ୨୦: ମାନବ ଶରୀର ସଂରକ୍ଷଣ ବିଜ୍ଞାନ (ପ୍ଲାଷ୍ଟିନେସନ୍‌) କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଯୋଜନ ଡକ୍ଟର ଶିଶିର କୁମାରଙ୍କ ରଚିତ ‘ପ୍ରିଜର୍ଭିଂ ଆନାଟୋମି : ଦି ୱାର୍ଲ୍ଡ ଅଫ୍ ପ୍ଲାଷ୍ଟିନେସନ’ ଶୀଷର୍କ ପୁସ୍ତକ ସୋଆ (ଶିକ୍ଷା ‘ଓ’ ଅନୁସନ୍ଧାନ)ର ପ୍ରତିଷ୍ଠାତା …

ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପ୍ଲାଷ୍ଟିନେସନ୍ ବିଷୟ ପୁସ୍ତକ ଉନ୍ମୋଚିତ Read More